Job 39:23 — Compare Translations
5 translations compared side by side
Odia - 1840
"ଯୋଦ୍ଧା ଘୋଡ଼ା ପିଠି ରେ ବସି ତୂଣିର ବାନ୍ଧି ଥାଏ। ବର୍ଚ୍ଛା, ଢ଼ାଲ ଆଦି ଅସ୍ତ୍ରଶସ୍ତ୍ର ସୂର୍ୟ୍ଯ କିରଣ ରେ ଝଲମଲ କରୁଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶଦ୍ଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଦ୍ଧା ଘୋଡ଼ା ପିଠିରେ ବସି ତୂଣିର ବାନ୍ଧି ଥାଏ। ବର୍ଚ୍ଛା, ଢାଲ ଆଦି ଅସ୍ତ୍ରଶସ୍ତ୍ର ସୂର୍ଯ୍ୟ କିରଣରେ ଝଲମଲ କରୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶବ୍ଦ କରେ।
Odia IRV 2017 (ଓଡିଆ ବାଇବେଲ)
ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶବ୍ଦ କରେ।