Job 39:24 — Compare Translations

5 translations compared side by side

Odia - 1840
"ଘୋଡ଼ା ଅତ୍ଯଧିକ ଉତ୍ତଜେିତ ହୁଏ। ସେ ଭୂମି ଉପରେ ଖୁବ୍ ୟୋର ରେ ଦୌଡ଼େ। ସେ ତୂରୀ ଶବ୍ଦ ଶୁଣି ସ୍ଥିର ହାଇେ ଠିଆ ହାଇେ ରହିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରଚଣ୍ତତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶଦ୍ଦ ବୋଲି ବିଶ୍ଵାସ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଘୋଡ଼ା ଅତ୍ୟଧିକ ଉତ୍ତେଜିତ ହୁଏ। ସେ ଭୂମି ଉପରେ ଖୁବ୍ ଜୋ‌ର୍‌ରେ ଦୌଡ଼େ। ସେ ତୂରୀ ଶବ୍ଦ ଶୁଣି ସ୍ଥିର ହୋଇ ଠିଆ ହୋଇ ରହିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।