Job 39:25 — Compare Translations
5 translations compared side by side
Odia - 1840
"ଯେତବେେଳେ ତୂରୀ ଆଦି ବାଦ୍ଯ ଶୁଣେ ଘୋଡ଼ା ମଧ୍ଯ ପାଟିକରେ 'ହୁ ରେ!' ସେ ଦୂରରୁ ୟୁଦ୍ଧର ବାସନା ଓ ସନୋପତିମାନଙ୍କର ହୁଙ୍କାର ଜାଣିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶଦ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୂରୀ ଆଦି ବାଦ୍ୟ ଶୁଣେ ଘୋଡ଼ା ମଧ୍ୟ ପାଟିକରେ ‘ହୁରେ!’ ସେ ଦୂରରୁ ଯୁଦ୍ଧର ବାସନା ଓ ସେନାପତିମାନଙ୍କର ହୁଙ୍କାର ଜାଣି ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
Odia IRV 2017 (ଓଡିଆ ବାଇବେଲ)
ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।