Job 39:26 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ ଉତ୍କ୍ରୋଶ ପକ୍ଷୀକୁ ଉଡ଼ାଇବା ଶିଖାଇଛ କି? ତାକୁ ତା'ର ଡ଼ଣୋ କିପରି ମଲୋଇ ଦକ୍ଷିଣ ଦିଗକୁ ଉଡ଼ିବାକୁ ଶିଖାଇଚ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ ଉତ୍କ୍ରୋଶପକ୍ଷୀକୁ ଉଡ଼ାଇବା ଶିଖାଇଛ କି? ତାକୁ ତା’ର ଡେଣା କିପରି ମେଲାଇ ଦକ୍ଷିଣ ଦିଗକୁ ଉଡ଼ିବାକୁ ଶିଖାଇଚ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?