Job 39:27 — Compare Translations
5 translations compared side by side
Odia - 1840
"ତୁମ୍ଭେ ସହେି ବ୍ଯକ୍ତି କି ୟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଖୁବ୍ ଉଚ୍ଚ ରେ ଉଡ଼ିବା ପାଇଁ କହିଛି। ତୁମ୍ଭେ ତାକୁ ଉଚ୍ଚ ପର୍ବତ ରେ ବସା ବାନ୍ଧିବାକୁ କହିଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ଵରେ ଆପଣା ବସା କରେ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ବ୍ୟକ୍ତି କି ଯିଏ ଉତ୍କ୍ରୋଶପକ୍ଷୀକୁ ଆକାଶର ଖୁବ୍ ଉଚ୍ଚରେ ଉଡ଼ିବା ପାଇଁ କହିଛି। ତୁମ୍ଭେ ତାକୁ ଉଚ୍ଚ ପର୍ବତରେ ବସା ବାନ୍ଧିବାକୁ କହିଛ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?
Odia IRV 2017 (ଓଡିଆ ବାଇବେଲ)
ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?