Job 39:28 — Compare Translations

5 translations compared side by side

Odia - 1840
"ଉତ୍କ୍ରୋଶ ପକ୍ଷୀ ପର୍ବତର ଢ଼ାଲୁତଟ ରେ ବାସ କରେ। ପର୍ବତର ଢ଼ାଲୁତଟ ହେଉଛି ତା'ର ଦୁର୍ଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍କ୍ରୋଶପକ୍ଷୀ ପର୍ବତର ଢାଲୁତଟରେ ବାସ କରେ। ପର୍ବତର ଢାଲୁତଟ ହେଉଛି ତା’ର ଦୁର୍ଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।