Job 39:3 — Compare Translations

5 translations compared side by side

Odia - 1840
"ସହେି ପଶୁମାନେ ପଡ଼ିରହି ଗର୍ଭ ୟନ୍ତ୍ରଣା ଭୋଗକରି ତା'ର ପିଲାମାନଙ୍କୁ ଜନ୍ମ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଶୁମାନେ ପଡ଼ିରହି ଗର୍ଭ ଯନ୍ତ୍ରଣା ଭୋଗକରି ତା’ର ପିଲାମାନଙ୍କୁ ଜନ୍ମ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।