Job 39:30 — Compare Translations
5 translations compared side by side
Odia - 1840
"ଉତ୍କ୍ରୋଶ ପକ୍ଷୀ ଏକତ୍ରୀତ ହୁଅନ୍ତି, ଯେଉଁଠା ରେ ଶବସବୁ ଥାଏ। ଏବଂ ତା'ର ଛୁଆମାନେ ମଧ୍ଯ ରକ୍ତ ଶୋଷନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍କ୍ରୋଶପକ୍ଷୀ ଏକତ୍ରିତ ହୁଅନ୍ତି, ଯେଉଁଠାରେ ଶବସବୁ ଥାଏ। ଏବଂ ତା’ର ଛୁଆମାନେ ମଧ୍ୟ ରକ୍ତ ଶୋଷନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”
Odia IRV 2017 (ଓଡିଆ ବାଇବେଲ)
ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”