Job 39:4 — Compare Translations
5 translations compared side by side
Odia - 1840
"ସହେି ପଶୁ ଛୁଆମାନେ କ୍ଷତେ ରେ ବଡ଼ ସବଳ ହାଇୟୋନ୍ତି। ତା'ପରେ ସମାନେେ ମା'କୁ ଛାଡ଼ି ଚାଲିୟାଆନ୍ତି, ଆଉ ଫରନ୍େତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଶୁ ଛୁଆମାନେ କ୍ଷେତରେ ବଡ଼ ସବଳ ହୋଇଯା’ନ୍ତି। ତା’ପରେ ସେମାନେ ମା’କୁ ଛାଡ଼ି ଗ୍ଭଲିଯାଆନ୍ତି, ଆଉ ଫେରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ।