Job 39:5 — Compare Translations

5 translations compared side by side

Odia - 1840
"ଆୟୁବ, କିଏ ବଣୁଆ ଗଧକୁ ଛାଡ଼ି ଦିଅନ୍ତି? ସେ ସମାନଙ୍କେର ଦଉଡ଼ିସବୁ ଫିଟାନ୍ତି ଏବଂ ସମାନଙ୍କେୁ ଛାଡ଼ି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ବନ୍ୟ ଗର୍ଦ୍ଦଭକୁ ସ୍ଵାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, କିଏ ବଣୁଆ ଗଧକୁ ଛାଡ଼ିଦିଅନ୍ତି? ସେ ସେମାନଙ୍କର ଦଉଡ଼ିସବୁ ଫିଟାନ୍ତି ଏବଂ ସେମାନଙ୍କୁ ଛାଡ଼ିଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?
Odia IRV 2017 (ଓଡିଆ ବାଇବେଲ)
କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?