Job 39:6 — Compare Translations
5 translations compared side by side
Odia - 1840
"ମୁଁ ସହେି ବଣୁଆ ଗଧ ପାଇଁ ମରୁଭୂମିକୁ ତା'ର ବାସସ୍ଥାନ କରିଛି। ମୁଁ ସହେି ଲୁଣିଆ ସ୍ଥାନକୁ ସମାନଙ୍କେ ବ୍ଯବହାର ପାଇଁ ଛାଡ଼ି ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ବନକୁ ତାହାର ଗୃହ ଓ ଲବଣଭୂମିକି ତାହାର ନିବାସ ସ୍ଥାନ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ବଣୁଆ ଗଧ ପାଇଁ ମରୁଭୂମିକୁ ତା’ର ବାସସ୍ଥାନ କରିଛି। ମୁଁ ସେହି ଲୁଣିଆ ସ୍ଥାନକୁ ସେମାନଙ୍କ ବ୍ୟବହାର ପାଇଁ ଛାଡ଼ି ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।