Job 39:7 — Compare Translations

5 translations compared side by side

Odia - 1840
"ବଣୁଆ ଗଧମାନେ ନଗରର କୋଳାହଳକୁ ତୁଚ୍ଛ କରନ୍ତି। କହେି ବ୍ଯକ୍ତି ସମାନଙ୍କେୁ ନିଯନ୍ତ୍ରଣ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶଦ୍ଦ ଶୁଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବଣୁଆ ଗଧମାନେ ନଗରର କୋଳାହଳକୁ ତୁଚ୍ଛ କରନ୍ତି। କେହି ସେମାନଙ୍କୁ ନିୟନ୍ତ୍ରଣ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।