Job 39:8 — Compare Translations
5 translations compared side by side
Odia - 1840
"ବଣୁଆ ଗଧମାନେ ପାହାଡ଼ ରେ ବାସ କରନ୍ତି, ତାହା ସମାନଙ୍କେ ଚରିବା ସ୍ଥାନ। ସହେି ସ୍ଥାନ ରେ ସମାନେେ ତାଙ୍କର ଖାଦ୍ୟ ଅନୁସନ୍ଧାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ବଣୁଆ ଗଧମାନେ ପାହାଡ଼ରେ ବାସ କରନ୍ତି, ତାହା ସେମାନଙ୍କ ଚରିବା ସ୍ଥାନ। ସେହି ସ୍ଥାନରେ ସେମାନେ ତାଙ୍କର ଖାଦ୍ୟ ଅନୁସନ୍ଧାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।
Odia IRV 2017 (ଓଡିଆ ବାଇବେଲ)
ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।