Job 39:9 — Compare Translations
5 translations compared side by side
Odia - 1840
"ଆୟୁବ, ଗୋଟିଏ ବଣୁଆ ଷଣ୍ଢ ତୁମ୍ଭ କଥା ରେ ରାଜି ହାଇେ ତୁମ୍ଭ କାମ କରିବ କି? ସେ ତୁମ୍ଭ ଗୁହାଳ ରେ ରହିବ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅରଣା କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ତ ପାଖରେ ରହିବ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ଗୋଟିଏ ବଣୁଆ ଷଣ୍ଢ ତୁମ୍ଭ କଥାରେ ରାଜି ହୋଇ ତୁମ୍ଭ କାମ କରିବ କି? ସେ ତୁମ୍ଭ ଗୁହାଳରେ ରହିବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?
Odia IRV 2017 (ଓଡିଆ ବାଇବେଲ)
ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?