Job 4:10 — Compare Translations

5 translations compared side by side

Odia - 1840
"ଦୁଷ୍ଟଲୋକ ସଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିୟାନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ନିରବ କରାଇ ଦିଅନ୍ତି ଓ ସମାନଙ୍କେର ଦାନ୍ତକୁ ଭାଙ୍ଗି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦ; ଭଗ୍ନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ସିଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିଯା’ନ୍ତି। କିନ୍ତୁ ପରମେଶ୍ୱର ସେମାନଙ୍କୁ ନୀରବ କରାଇ ଦିଅନ୍ତି ଓ ସେମାନଙ୍କର ଦାନ୍ତକୁ ଭାଙ୍ଗି ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।