Job 4:11 — Compare Translations

5 translations compared side by side

Odia - 1840
"ହଁ, ସହେି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସମାନେେ ଶଷେ ରେ ମୃତ୍ଯୁବରଣ କରନ୍ତି ଓ ସମାନଙ୍କେର ପିଲାମାନେ ଚାରିଆଡ଼େ ଘୂରି ବୁଲନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସେହି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସେମାନେ ଶେଷରେ ମୃତ୍ୟୁବରଣ କରନ୍ତି ଓ ସେମାନଙ୍କର ପିଲାମାନେ ଗ୍ଭରିଆଡ଼େ ଘୂରି ବୁଲନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା’ନ୍ତି।