Job 4:13 — Compare Translations

5 translations compared side by side

Odia - 1840
"ରାତ୍ରିର ଗୋଟିଏ ଖରାପ ସ୍ବପ୍ନ ଭଳି ଏହା ମାରେ ନିଦ୍ରାକୁ ନଷ୍ଟ କରି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ଵପ୍ନଦର୍ଶନରୁ ଜାତ ଭାବନା ସମୟରେ,
Odia Bible ERV 2004 (ପବିତ୍ର ବାଇବଲ)
ରାତ୍ରିର ଗୋଟିଏ ଖରାପ ସ୍ୱପ୍ନ ଭଳି ଏହା ମୋର ନିଦ୍ରାକୁ ନଷ୍ଟ କରି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,