Job 4:16 — Compare Translations

5 translations compared side by side

Odia - 1840
"ସହେି ଆତ୍ମା ମାରେ ସମ୍ମୁଖ ରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା'ର ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖ ରେ ଥିଲା ଏବଂ ଚାରିଆଡ଼େ ନିଶବ୍ଦ ଥିଲା। ତା'ପରେ ମୁଁ ଏକ ଧୀର ସ୍ବର ଶୁଣିବାକୁ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶଦ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଆତ୍ମା ମୋର ସମ୍ମୁଖରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା’ର ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରେ ଥିଲା ଏବଂ ଗ୍ଭରିଆଡ଼େ ନିଶବ୍ଦ ଥିଲା। ତା’ପରେ ମୁଁ ଏକ ଧୀର ସ୍ୱର ଶୁଣିବାକୁ ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
Odia IRV 2017 (ଓଡିଆ ବାଇବେଲ)
ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋ’ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,