Job 4:17 — Compare Translations

5 translations compared side by side

Odia - 1840
"ଜଣେ ମନୁଷ୍ଯ କ'ଣ ପରମେଶ୍ବରଙ୍କଠାରୁ ଅଧିକ ଧାର୍ମିକ ହାଇେ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ଯ କ'ଣ ଅଧିକ ପବିତ୍ର ହାଇପୋରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମର୍ତ୍ତ୍ୟ-ମନୁଷ୍ୟ କʼଣ ପରମେଶ୍ଵରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ମନୁଷ୍ୟ କ’ଣ ପରମେଶ୍ୱରଙ୍କଠାରୁ ଅଧିକ ଧାର୍ମିକ ହୋଇ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ୟ କ’ଣ ଅଧିକ ପବିତ୍ର ହୋଇ ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ମର୍ତ୍ତ୍ୟର ମନୁଷ୍ୟ କʼଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?
Odia IRV 2017 (ଓଡିଆ ବାଇବେଲ)
ମର୍ତ୍ତ୍ୟର ମନୁଷ୍ୟ କ’ଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କ’ଣ ଅଧିକ ଶୁଚି ହେବ?