Job 4:18 — Compare Translations

5 translations compared side by side

Odia - 1840
"ଦେଖ, ପରମେଶ୍ବର ତାଙ୍କ ସ୍ବର୍ଗୀଯ ସବେକଗଣଙ୍କୁ ମଧ୍ଯ ବିଶ୍ବାସ କରିପାରନ୍ତି ନାହିଁ। ପରମେଶ୍ବର ତାଙ୍କ ଦୂତଗଣଠା ରେ ମଧ୍ଯ ଭୁଲ୍ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଆପଣା ଦାସଗଣକୁ ବିଶ୍ଵାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ପରମେଶ୍ୱର ତାଙ୍କ ସ୍ୱର୍ଗୀୟ ସେବକଗଣଙ୍କୁ ମଧ୍ୟ ବିଶ୍ୱାସ କରି ପାରନ୍ତି ନାହିଁ। ପରମେଶ୍ୱର ତାଙ୍କ ଦୂତଗଣଙ୍କଠାରେ ମଧ୍ୟ ଭୁଲ୍ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;