Job 4:19 — Compare Translations

5 translations compared side by side

Odia - 1840
"ନିଶ୍ଚିତ ରୂପେ ମନୁଷ୍ଯମାନେ ଅଧିକ ଖରାପ। ସମାନେେ ମାଟି ଘ ରେ ବାସ କରନ୍ତି। ସମାନଙ୍କେର ପ୍ରାରମ୍ଭ ଧୂଳିରୁ, ସମାନେେ ଦଳିତ ହାଇେ ପକ୍ଷୟୁକ୍ତ ପୋକ ମରିବାଠାରୁ ଅଧିକ ସହଜ ରେ ମରିୟାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚିତ ରୂପେ ମନୁଷ୍ୟମାନେ ଅଧିକ ଖରାପ। ସେମାନେ ମାଟି ଘରେ ବାସ କରନ୍ତି। ସେମାନଙ୍କର ପ୍ରାରମ୍ଭ ଧୂଳିରୁ, ସେମାନେ ଦଳିତ ହୋଇ ପକ୍ଷଯୁକ୍ତ ପୋକ ମରିବାଠାରୁ ଅଧିକ ସହଜରେ ମରିଯା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।