Job 4:2 — Compare Translations

5 translations compared side by side

Odia - 1840
"'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷା; କରିପାରେ?
Odia Bible ERV 2004 (ପବିତ୍ର ବାଇବଲ)
‘ମୁଁ ନିଶ୍ଚୟ କିଛି କହିବି, ଏହା ଦ୍ୱାରା ତୁମ୍ଭେ ଦୁଃଖିତ ହେବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ?
Odia IRV 2017 (ଓଡିଆ ବାଇବେଲ)
“କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କ’ଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ?”