Job 4:20 — Compare Translations

5 translations compared side by side

Odia - 1840
"ଲୋକମାନେ ପ୍ରାତଃକାଳଠାରୁ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ମରନ୍ତି, ଏବଂ ତାହା କହେି ଖାତିରି କରନ୍ତି ନାହିଁ। ସମାନେେ ମରନ୍ତି ଏବଂ ଚିରକାଳ ପାଇଁ ଚାଲି ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପ୍ରାତଃକାଳଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ମରନ୍ତି, ଏବଂ ତାହା କେହି ଖାତିରି କରନ୍ତି ନାହିଁ। ସେମାନେ ମରନ୍ତି ଏବଂ ଚିରକାଳ ପାଇଁ ଗ୍ଭଲିଯା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ।