Job 4:21 — Compare Translations

5 translations compared side by side

Odia - 1840
"ସମାନଙ୍କେର ତମ୍ବୁର ରସିସବୁ ଛିଣ୍ଡିୟାଏ, ସମାନେେ ଜ୍ଞାନଭ୍ରଷ୍ଟ ହାଇେ ମୃତ୍ଯୁବରଣ କରନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ତମ୍ଵୁ-ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ତା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ତମ୍ବୁର ରସିସବୁ ଛିଣ୍ଡିଯାଏ, ସେମାନେ ଜ୍ଞାନଭ୍ରଷ୍ଟ ହୋଇ ମୃତ୍ୟୁବରଣ କରନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ତମ୍ବୁର ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।’
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ତମ୍ବୁ-ରଜ୍ଜୁ କ’ଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।