Job 4:3 — Compare Translations

5 translations compared side by side

Odia - 1840
"ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦେଇଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।