Job 4:5 — Compare Translations

5 translations compared side by side

Odia - 1840
"କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହାଇେଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳା; ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହୋଇଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।