Job 4:6 — Compare Translations
5 translations compared side by side
Odia - 1840
"ତୁମ୍ଭେ ପରମେଶ୍ବରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ବାସ କର। ତୁମ୍ଭେ ଜଣେ ଉତ୍ତମ ବ୍ଯକ୍ତି। ତାହାହିଁ ତୁମ୍ଭର ଆଶାର ସୋର୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ଵାସ ଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ୱାସ କର। ତୁମ୍ଭେ ଜଣେ ଉତ୍ତମ ବ୍ୟକ୍ତି। ତାହା ହିଁ ତୁମ୍ଭର ଆଶାର ସ୍ରୋତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସ ଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?