Job 4:7 — Compare Translations
5 translations compared side by side
Odia - 1840
"ଆୟୁବ ଥରେ ଭାବି ଦେଖିଲ, କହେି ନିରପରାଧ ବ୍ଯକ୍ତି କବେେ ଧ୍ବଂସ ହାଇେଛନ୍ତି! ଉତ୍ତମ ବ୍ଯକ୍ତିମାନଙ୍କର ବିନାଶ ଘଟେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ଥରେ ଭାବି ଦେଖିଲ, କେହି ନିରପରାଧ ବ୍ୟକ୍ତି କେବେ ଧ୍ୱଂସ ହୋଇଛନ୍ତି! ଉତ୍ତମ ବ୍ୟକ୍ତିମାନଙ୍କର ବିନାଶ ଘଟେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?
Odia IRV 2017 (ଓଡିଆ ବାଇବେଲ)
ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?
Recommended Reading