Job 4:8 — Compare Translations

5 translations compared side by side

Odia - 1840
"ମୁଁ ଦେଖିଛି କେତକେ ବ୍ଯକ୍ତି ଅନ୍ୟକୁ ବିପଦ ରେ ପକାନ୍ତି ଏବଂ ସମାନଙ୍କେ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶଷେ ରେ ସମାନେେ ହିଁ ଦଣ୍ଡ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଛି କେତେକ ବ୍ୟକ୍ତି ଅନ୍ୟକୁ ବିପଦରେ ପକାନ୍ତି ଏବଂ ସେମାନଙ୍କ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶେଷରେ ସେମାନେ ହିଁ ଦଣ୍ଡ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।