Job 4:9 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଦଣ୍ଡ ରେ ସମାନେେ ମୃତ୍ଯୁବରଣ କରନ୍ତି। ପରମେଶ୍ବରଙ୍କ କୋର୍ଧ ରେ ସମାନେେ ଧ୍ବଂସ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପରମେଶ୍ଵରଙ୍କ ନିଶ୍ଵାସ ଦ୍ଵାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ଵାରା ସଂହାରିତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦଣ୍ଡରେ ସେମାନେ ମୃତ୍ୟୁବରଣ କରନ୍ତି। ପରମେଶ୍ୱରଙ୍କ କ୍ରୋଧରେ ସେମାନେ ଧ୍ୱଂସ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।