Job 40:10 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ପରମେଶ୍ବରଙ୍କ ପରି, ତା' ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ବରଙ୍କ ସହ ସମକକ୍ଷ, ତା' ହେଲେ ତୁମ୍ଭେ ପରମେଶ୍ବରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ଵରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ପରମେଶ୍ୱରଙ୍କ ପରି, ତା’ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ୱରଙ୍କ ସହ ସମକକ୍ଷ, ତା’ହେଲେ ତୁମ୍ଭେ ପରମେଶ୍ୱରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।
Odia IRV 2017 (ଓଡିଆ ବାଇବେଲ)
ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।