Job 40:11 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକି ଅନାଇ ତାହାକୁ ନତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ପରମେଶ୍ୱରଙ୍କ ତୁଲ୍ୟ, ତା’ହେଲେ ତୁମ୍ଭେ ତୁମ୍ଭର କ୍ରୋଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦେଇପାର। ସେହି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର।