Job 40:12 — Compare Translations
5 translations compared side by side
Odia - 1840
"ହଁ ଆୟୁବ, ସହେି ଗର୍ବୀ ଲୋକମାନଙ୍କୁ ଦେଖ ଏବଂ ସମାନଙ୍କେୁ ନମ୍ର କର। ଦୁଷ୍ଟମାନଙ୍କୁ ସମାନେେ ଛିଡ଼ା ହାଇେଥିବା ସ୍ଥାନ ରେ ହିଁ ଦଳି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଗର୍ବୀକି ଅନାଇ ତାହାକୁ ଖର୍ବ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ ।
Odia Bible ERV 2004 (ପବିତ୍ର ବାଇବଲ)
ହଁ ଆୟୁବ, ସେହି ଗର୍ବୀ ଲୋକମାନଙ୍କୁ ଦେଖ ଏବଂ ସେମାନଙ୍କୁ ନମ୍ର କର। ଦୁଷ୍ଟମାନଙ୍କୁ ସେମାନେ ଛିଡ଼ା ହୋଇଥିବା ସ୍ଥାନରେ ହିଁ ଦଳି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।