Job 40:13 — Compare Translations

5 translations compared side by side

Odia - 1840
"ସବୁ ଗର୍ବୀ ଲୋକମାନଙ୍କୁ ମାଟି ରେ ପୋତିଦିଅ। ସମାନଙ୍କେର ଶରୀର ଗୁଡ଼ାଇ ଦିଅ ଏବଂ ସମୟ ଭିତ ରେ ରଖିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଗର୍ବୀ ଲୋକମାନଙ୍କୁ ମାଟିରେ ପୋତିଦିଅ। ସେମାନଙ୍କର ଶରୀର ଗୁଡ଼ାଇ ଦିଅ ଏବଂ ସମୟ ଭିତରେ ରଖିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ।