Job 40:14 — Compare Translations

5 translations compared side by side

Odia - 1840
"ଆଯବ, ଯଦି ତୁମ୍ଭେ ଏସବୁ କରିପାରିବ ତା' ହେଲେ ମୁଁ ତୁମ୍ଭକୁ ପ୍ରଶଂସା କରିବି ଏବଂ ମୁଁ ସ୍ବୀକାର କରେ ଯେ, ନିଜର ଦକ୍ଷିଣ ହସ୍ତ ଯୋଗୁଁ ତୁମ୍ଭେ ନିଜକୁ ରକ୍ଷା କରିବାକୁ ସମର୍ଥ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ଵୀକାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ଯଦି ତୁମ୍ଭେ ଏସବୁ କରି ପାରିବ ତା’ହେଲେ ମୁଁ ତୁମ୍ଭକୁ ପ୍ରଶଂସା କରିବି ଏବଂ ମୁଁ ସ୍ୱୀକାର କରେ ଯେ, ନିଜର ଦକ୍ଷିଣ ହସ୍ତ ଯୋଗୁଁ ତୁମ୍ଭେ ନିଜକୁ ରକ୍ଷା କରିବାକୁ ସମର୍ଥ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।