Job 40:15 — Compare Translations
5 translations compared side by side
Odia - 1840
"ଆୟୁବ, ତୁମ୍ଭେ ବ ହମୋେତକୁ ଦେଖ। ମୁଁ ପରମେଶ୍ବର, ସହେି ବ ହମୋେତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ଯ ମୁଁ ସୃଷ୍ଟି କରିଛି। ବ ହମୋେତ ଗାଈପରି ଘାସ ଖାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ ।
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ ବହେମୋତକୁ ଦେଖ। ମୁଁ ପରମେଶ୍ୱର, ସେହି ବହେମୋତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ୟ ମୁଁ ସୃଷ୍ଟି କରିଛି। ବହେମୋତ ଗାଈପରି ଘାସ ଖାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।
Odia IRV 2017 (ଓଡିଆ ବାଇବେଲ)
ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।