Job 40:16 — Compare Translations

5 translations compared side by side

Odia - 1840
"ବେ ହମୋେତର ଶରୀର ରେ ଅତ୍ଯଧିକ ଶକ୍ତି ଅଛି। ତା'ର ପାକସ୍ଥଳୀର ମାଂସପେଶୀ ଅତି ବଳିଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ବହେମୋତର ଶରୀରରେ ଅତ୍ୟଧିକ ଶକ୍ତି ଅଛି। ତା’ର ପାକସ୍ଥଳୀର ମାଂସପେଶୀ ଅତି ବଳିଷ୍ଠ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ।