Job 40:17 — Compare Translations
5 translations compared side by side
Odia - 1840
"ବ ହମୋେତର ଲାଞ୍ଜ ଏରସବୃକ୍ଷ ପରି ଶକ୍ତ। ତା'ର ଗୋଡ଼ର ମାଂସପେଶୀ ଅତି ଶକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ବହେମୋତର ଲାଞ୍ଜ ଏରସବୃକ୍ଷ ପରି ଶକ୍ତ। ତା’ର ଗୋଡ଼ର ମାଂସପେଶୀ ଅତି ଶକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ।