Job 40:18 — Compare Translations

5 translations compared side by side

Odia - 1840
"ବ ହମାେତର ହାଡ଼ସବୁ ତମ୍ବା ପରି ଅତି ଶକ୍ତ। ତା'ର ଗୋଡ଼ ଲୁହାଖମ୍ବ ଭଳି ଶକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି ।
Odia Bible ERV 2004 (ପବିତ୍ର ବାଇବଲ)
ବହେମୋତର ହାଡ଼ସବୁ ତମ୍ବା ପରି ଅତି ଶକ୍ତ। ତା’ର ଗୋଡ଼ ଲୁହାଖମ୍ବ ଭଳି ଶକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।
Odia IRV 2017 (ଓଡିଆ ବାଇବେଲ)
ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।