Job 40:20 — Compare Translations

5 translations compared side by side

Odia - 1840
"ବ ହମୋେତ ପାହାଡ଼ ଉପରେ ଜନ୍ମିଥିବା ଘାସ ଖାଏ। ଯେଉଁଠା ରେ ଜଙ୍ଗଲୀ ପ୍ରାଣୀମାନେ ଖୋଜାବୁଲା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବହେମୋତ ପାହାଡ଼ ଉପରେ ଜନ୍ମିଥିବା ଘାସ ଖାଏ। ଯେଉଁଠାରେ ଜଙ୍ଗଲୀ ପ୍ରାଣୀମାନେ ଖୋଜାବୁଲା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।

Recommended Reading