Job 40:22 — Compare Translations

5 translations compared side by side

Odia - 1840
"ପଦ୍ମପତ୍ର ସବୁ ତା'ର ଛାଯା ରେ ବ ହମୋେତକୁ ଲୁଚାଇ ରଖିପା ରେ। ସେ ନଦୀ କୂଳ ରେ ଜନ୍ମିଥିବା ବାଇଶ ବୃକ୍ଷ ତଳେ ବାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପଦ୍ମପତ୍ର ସବୁ ତା’ର ଛାୟାରେ ବହେମୋତକୁ ଲୁଗ୍ଭଇ ରଖିପାରେ। ସେ ନଦୀ କୂଳରେ ଜନ୍ମିଥିବା ବାଇଶ ବୃକ୍ଷ ତଳେ ବାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶୀ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।