Job 40:23 — Compare Translations
5 translations compared side by side
Odia - 1840
"ଯଦି ନଦୀ ରେ ବନ୍ଯା ଆ ସେ ବ ହମୋେତ ସଠାରୁେ ପଳାଇୟିବ ନାହିଁ। ସେ ଭୟଭୀତ ହୁଏ ନାହିଁ। ଯଦିଓ ୟର୍ଦ୍ଦନ ନଦୀର ପାଣି ତା' ନାକ ପର୍ୟ୍ଯନ୍ତ ପହଁଞ୍ଚେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ନଦୀରେ ବନ୍ୟା ଆସେ ବହେମୋତ ସେଠାରୁ ପଳାଇଯିବ ନାହିଁ। ସେ ଭୟଭୀତ ହୁଏ ନାହିଁ। ଯଦିଓ ଯର୍ଦ୍ଦନ ନଦୀର ପାଣି ତା’ ନାକ ପର୍ଯ୍ୟନ୍ତ ପହଞ୍ଚେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ।