Job 40:5 — Compare Translations
5 translations compared side by side
Odia - 1840
"ମୁଁ କହିଛି କିନ୍ତୁ ଆଉ ଥରେ କ ହେ ନାହିଁ। ମୁଁ ଦୁଇଥର କହିଛି କିନ୍ତୁ ତା'ଠାରୁ ଅଧିକ କିଛି କହିପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଛି କିନ୍ତୁ ଆଉ ଥରେ କହେ ନାହିଁ। ମୁଁ ଦୁଇଥର କହିଛି କିନ୍ତୁ ତା’ଠାରୁ ଅଧିକ କିଛି କହି ପାରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”