Job 40:6 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ଆୟୁବକୁ ସହେି ଝଡ଼ ଭିତରୁ ଉତ୍ତର ଦେଲେ। ସଦାପ୍ରଭୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଆୟୁବକୁ ସେହି ଝଡ଼ ଭିତରୁ ଉତ୍ତର ଦେଲେ। ସଦାପ୍ରଭୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,