Job 40:7 — Compare Translations
5 translations compared side by side
Odia - 1840
"ଆୟୁବ, କଟୀବନ୍ଧନ କରି ଜଣେ ମନୁଷ୍ଯ ପରି। ଏବଂ ମୁଁ ଯାହା ପ୍ରଶ୍ନ କରିବି ତା'ର ଉତ୍ତର ଦବୋକୁ ପ୍ରସ୍ତୁତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, କଟିବନ୍ଧନ କରି ଜଣେ ମନୁଷ୍ୟ ପରି। ଏବଂ ମୁଁ ଯାହା ପ୍ରଶ୍ନ କରିବି ତା’ର ଉତ୍ତର ଦେବାକୁ ପ୍ରସ୍ତୁତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।