Job 41:1 — Compare Translations

5 translations compared side by side

Odia - 1840
"ଆୟୁବ ତୁମ୍ଭେ ବନଶୀ କଣ୍ଟା ରେ ଲିବିଯାଥନକୁ ଧରିପାରିବ କି? ତୁମ୍ଭେ ତା'ର ଜିଭକୁ ରସି ରେ ବାନ୍ଧିପାରିବ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ବଡ଼ଶୀ ଦ୍ଵାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ଵା ତଳକୁ ଚାପିପାର?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ତୁମ୍ଭେ ବନଶୀ କଣ୍ଟାରେ ଲିବିୟାଥନକୁ ଧରି ପାରିବ କି? ତୁମ୍ଭେ ତା’ର ଜିଭକୁ ରସିରେ ବାନ୍ଧିପାରିବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନ କୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?