Job 41:10 — Compare Translations
5 translations compared side by side
Odia - 1840
"କୌଣସି ମନୁଷ୍ଯ ଏତେ ସାହସୀ ନୁହେଁ ଯେ ତାକୁ ଉଠାଇବ ଓ ରଗାଇବ। ଏବଂ କେଉଁ ମନୁଷ୍ଯ ତା' ବିରୁଦ୍ଧ ରେ ଠିଆ ମଧ୍ଯ ହାଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାକୁ ଯେ ଜଗାଇବ,ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ମନୁଷ୍ୟ ଏତେ ସାହସୀ ନୁହେଁ ଯେ ତାକୁ ଉଠାଇବ ଓ ରଗାଇବ। “ଏବଂ କେଉଁ ମନୁଷ୍ୟ ତା’ ବିରୁଦ୍ଧରେ ଠିଆ ମଧ୍ୟ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?
Odia IRV 2017 (ଓଡିଆ ବାଇବେଲ)
ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?