Job 41:11 — Compare Translations

5 translations compared side by side

Odia - 1840
"କୌଣସି ଜିନିଷ ପାଇଁ ମୁଁ କାହାର ଋଣୀ ନୁହେଁ, ସ୍ବର୍ଗ ରେ ଯାହାକିଛି ଅଛି, ସେ ସବୁ ମାରେ ଅଧୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ତଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଜିନିଷ ପାଇଁ ମୁଁ କାହାର ଋଣୀ ନୁହେଁ, ସ୍ୱର୍ଗରେ ଯାହାକିଛି ଅଛି, ସେ ସବୁ ମୋର ଅଧୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।
Odia IRV 2017 (ଓଡିଆ ବାଇବେଲ)
କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।