Job 41:12 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ଲିବିଯାଥନର ଗୋଡ଼, ତା'ର ବଳ ଓ ମନୋହର ଆକାର ବିଷଯ ରେ କିଛି କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ଲିବିୟାଥନର ଗୋଡ଼, ତା’ର ବଳ ଓ ମନୋହର ଆକାର ବିଷୟରେ କିଛି କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ।