Job 41:14 — Compare Translations
5 translations compared side by side
Odia - 1840
"କୌଣସି ବ୍ଯକ୍ତି ତା'ର ମାଢ଼ିକୁ ଖାଲିବୋକୁ ସକ୍ଷମ ହବେ ନାହିଁ। ତା'ର ଦାନ୍ତ ଲୋକଙ୍କୁ ଭୟଭୀତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ବ୍ୟକ୍ତି ତା’ର ମାଢ଼ିକୁ ଖୋଲିବାକୁ ସକ୍ଷମ ହେବ ନାହିଁ। ତା’ର ଦାନ୍ତ ଲୋକଙ୍କୁ ଭୟଭୀତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।
Odia IRV 2017 (ଓଡିଆ ବାଇବେଲ)
କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।